କେନ୍ଦ୍ରାପଡ଼ା (କେନ୍ୟୁଜ୍) : ଯୁବତୀଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଭାଇରାଲ କରି ୩ ଯୁବକ ଗିରଫ। କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ଅଞ୍ଚଳରେ ସୋସିଆଲ ମିଡିଆରେ ଯୁବତୀଙ୍କ ଫଟୋ ଭାଇରାଲ ହୋଇଥିବା ଅଭିଯୋଗ। ଫଟୋ ଭାଇରାଲ ଅଭିଯୋଗରେ ଆଳି ପୋଲିସ ତିନିଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଜଣେ ଯୁବତୀଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋକୁ ଗୋପନୀୟ ଭାବେ ଉଠାଇ ସୋସିଆଲ ମିଡିଆରେ ଭାଇରାଲ କରିବା ପରେ ଯୁବତୀଙ୍କ ପରିବାର ପକ୍ଷରୁ ଆଳି ଥାନାରେ ଅଭିଯୋଗ କରାଯାଇଥିଲା। ଏନେଇ ପୋଲିସ ତଦନ୍ତ କରି ତିନି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…
ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…
ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍ ଏହା ଉପରେ ମୋହର ମାରିଛି । କଂଗ୍ରେସର…
ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍ ବିର୍ଲା । ବାଚ୍ନିକ ଭୋଟରେ ନିର୍ବାଚିତ ହେଲେ ଓମ୍ ବିର୍ଲା…