Below header

ଖୋର୍ଦ୍ଧା: ଯୁବତୀଙ୍କୁ ମୁମୂର୍ଷୁ ଅବସ୍ଥାରେ ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୁତ୍ତ, ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ

ଖୋର୍ଦ୍ଧା: ଯୁବତୀଙ୍କୁ ମୁମୂର୍ଷୁ ଅବସ୍ଥାରେ ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୁତ୍ତ । ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ । ଖୋର୍ଦ୍ଧା ପ୍ରାଣନାଥ କଲେଜ ନିକଟରୁ ଯୁବତୀଙ୍କୁ ଉଦ୍ଧାର କରାଯାଇଛି । ଅଗ୍ନିଶମ ବାହିନୀ ଉଦ୍ଧାର କରି ମେଡିକାଲରେ ଭର୍ତ୍ତ କରିଛନ୍ତ। ଯୁବତୀଙ୍କ ଘର ନୟାଗଡ ଜିଲ୍ଲା ଗଣିଆ ଅଞ୍ଚଳର ବୋଲି ଜଣାପଡିଛି । ସେ ଖୋର୍ଦ୍ଧାରେ ଭଡା ଘରେ ରହୁଥିଲେ । ସେପଟେ ଖୋର୍ଦ୍ଧା ଏସ୍‌ପି ମେଡିକାଲରେ ପହଞ୍ଚି ଯୁବତୀଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିବା ସହ ତଦନ୍ତ କରୁଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.