ରାଜ୍ୟ

ଭୁବନେଶ୍ବର: ମୋ ସ୍ବାମୀ ବାହାଘରକୁ ଅଟକାନ୍ତୁ ନହେଲେ ମୁଁ ଆତ୍ମାହୂତି ଦେବି, ଡିସିପି ଅଫିସରେ ଯୁବତୀଙ୍କ ଏତଲା

ଭୁବନେଶ୍ବର(କେନ୍ୟୁଜ୍): କାଲି ମୋ ସ୍ୱାମୀ ବାହାଘର । ମତେ ନ୍ୟାୟ ଦିଅ ।  ସ୍ୱାମୀ ବାହାଘର ଅଟକାଇବା ପାଇଁ ଆଜି ଡିସିପି ଅଫିସ ର ଦ୍ୱାରସ୍ଥ ହୋଇଛନ୍ତି ଜଣେ ଯୁବତୀ। ମହିଳା ଜଣକ କେଉଁଝର ଜିଲ୍ଲା ମଧୁକେଶରୀ  ଗାଁର  ଅଭିଜିତ ମିଶ୍ରଙ୍କୁ ଭଲ ପାଉଥିଲେ ଯୁବତୀ ଜଣକ । ହେଲେ ଅଭିଜିତଙ୍କ ପରିବାର ଏ ବାହାଘରରେ ରାଜି ନଥିଲେ ।

 

 

ମହିଳା ଜଣକ ଅଭିଜିତଙ୍କ ଗାଁକୁ ଯାଇ ଗ୍ରାମବାସୀଙ୍କ ସହାୟତାରେ ଥାନା ଆଗରେ ବାହା ହୋଇଥିଲେ । ଏବେ ଅଭିଜିତ ଘରୁ ଫେରାର ହୋଇଯାଇଥିବା ବେଳେ ତାଙ୍କ ପରିବାର କାଲି  ଅନ୍ୟତ୍ର ତାଙ୍କ ବାହାଘର କରିବାକୁ ଯୋଜନା କରିଥିବା ଅଭିଯୋଗ କରିଛନ୍ତି ଯୁବତୀ ଜଣକ । ନ୍ୟାୟ ନମିଳିଲେ ରାଜରାସ୍ତାରେ ଆତ୍ମାହୂତି ଦେବି ବୋଲି ସେ ଧମକ ଦେଇଛନ୍ତି ।

KNews Bureau

Recent Posts

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

2 seconds ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

33 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

35 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

1 hour ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

2 hours ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

2 hours ago