ରାଜଧାନୀ ରାଜରାସ୍ତାରେ ହାତ କାଟିଲେ ଯୁବତୀ, ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ବର: ରାଜଧାନୀରେ ରାଜରାସ୍ତାରେ ହାତ କାଟିଲେ ଯୁବତୀ । ମାଷ୍ଟର କ୍ୟାଣ୍ଟିନ ଠାରେ ଦେଖିବାକୁ ମିଳିଛି ଏଭଳି ଘଟଣା। ଖାରବେଳ ନଗର ଥାନା ପୋଲିସ ଉଦ୍ଧାର କରି ଗୁରୁତର ଅବସ୍ଥାରେ ଯୁବତୀଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିବା ଜଣାପଡିଛି ।

ତେବେ ହାତ କଟିବାର କାରଣ ଅସ୍ପଷ୍ଟ ରହିଛି । ଏହି ଘଟଣାରେ ଅଧିକ ତଦନ୍ତ କରୁଛି ପୋଲିସ୍ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.