ରାଜ୍ୟ

କପୁର ଡ୍ୟାମ ନିକଟ ପୋଲ ତଳୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ପୋଲିସର ଛାନଭିନ୍‌ ଜାରି

ନବରଙ୍ଗପୁର(କେନ୍ୟୁଜ୍‌): ପୋଲ ତଳୁ ଯୁବତୀଙ୍କ ମୃତଦେହ ଉଦ୍ଧାର। ନବରଙ୍ଗପୁର କପୁର ଡ୍ୟାମ ନିକଟ ଏକ ପୋଲ ତଳୁ ଯୁବତୀଙ୍କ ମୃତଦେହ ଉଦ୍ଧାର । ପାରିପାର୍ଶ୍ଵିକ ସ୍ଥିତିକୁ ଦେଖିଲେ ଏହା ଏକ ହତ୍ୟାକାଣ୍ଡ ବୋଲି ଅନୁମାନ କରାଯାଉଛି । ଘଟଣାସ୍ଥଳରେ ଇନ୍ଦ୍ରାବତୀ ପୋଲିସ ପହଞ୍ଚି ପ୍ରାଥମିକ ତଦନ୍ତ ଆରମ୍ଭ କରିଛି । ତେବେ କେହି ମୃତଦେହକୁ ଘୋଷାରି ଘୋଷାରି ନେଇଥିବା ମଧ୍ୟ ପୋଲିସ ଜାଣିବାକୁ ପାଇଛି।

ଯୁବତୀ ଜଣଙ୍କ ଖାକିଗୁଡ଼ା ପାଇକ ସାହିର ବନ୍ଦିତା ପ୍ରଧାନୀ ବୋଲି ଜଣାପଡ଼ିଛି। ତେବେ ମୃତ ଯୁବତୀଙ୍କ ଭାଇ ଇନ୍ଦ୍ରାବତୀ ଥାନାରେ ମାମଲା ରୁଜୁ କରି ହତ୍ୟାର କାରଣ ଉନ୍ମୋଚନ କରିବାକୁ ଦାବି କରିଛନ୍ତି ।

KNews Bureau

Recent Posts

ନିର୍ବାଚନ ପରେ ସ୍ଥିତି ଜାହିର କଲେ ମାଓବାଦୀ, ଛକରେ ଲଗାଇଲେ ମାଓ ପୋଷ୍ଟର

କୋରାପୁଟ (କେନ୍ୟୁଜ); କୋରାପୁଟ ଜିଲ୍ଲା ବନ୍ଧୁଗାଁରେ ମାଓ ପୋଷ୍ଟର । ନିର୍ବାଚନ ପରେ ନିଜର ସ୍ଥିତି ଜାହିର ପାଇଁ ଲଗାଇଲେ…

16 mins ago

ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍, ୫୯ ଜଣ ରୋଗୀ ଚିହ୍ନଟ

ସମ୍ବଲପୁର(କେନ୍ୟୁଜ): ଏକ ଦଶନ୍ଧି ପରେ ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍ । ଏହାକୁ ନେଇ ମହାନଗରବାସୀ ଚିନ୍ତାରେ…

19 mins ago

ଯୋଗ ଦିବସରେ କାଶ୍ମୀର ମହିଳାଙ୍କ ସହିତ ସେଲଫି ନେଲେ ମୋଦି, ଫଟୋ ଭାଇରଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ନ୍ତରାଷ୍ଟ୍ରୀୟ ଯୋଗ ଦିବସରେ ଜମ୍ମୁ କାଶ୍ମୀର ଶ୍ରୀନଗର ସ୍ଥିତ ଶେର-ଏ-କଶ୍ମୀର ଅର୍ନ୍ତରାଷ୍ଟ୍ରୀୟ ସମ୍ମେଳନ କେନ୍ଦ୍ର (SKICC)…

23 mins ago

ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ, ପଥରରେ ଛେଚି ଯୁବକଙ୍କୁ ହତ୍ୟା

କଣ୍ଟାବାଞ୍ଜି (କେନ୍ୟୁଜ); ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ। ସିନ୍ଧେକେଲା ଥାନା ସାଲେବରଟ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ…

35 mins ago

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ  ।  ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ ।  ଭୁବନେଶ୍ବର ତମାଣ୍ଡୋରେ…

52 mins ago

କିଟ୍ ରେ ଯୋଗ ଦିବସ ପାଳିତ, ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ଡକ୍ଟର ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…

2 hours ago