Below header

ପଞ୍ଚଭୂତରେ ବିଲୀନ ହେଲେ ପ୍ରଖ୍ୟାତ ସାହିତ୍ୟିକା ଓ ସାମ୍ବାଦିକା ଗୀତା ମେହେଟ୍ଟା, ଶୋଭାଯାତ୍ରାରେ ସାମିଲ ହେଲେ ଶତାଧିକ ବ୍ୟକ୍ତିବିଶେଷ

ଅବଦୁଲ କଲାମ ରୋଡ଼ରେ ଥିବା ପୈତୃକ ବାସଭବନରୁ ତାଙ୍କ ମରଶରୀରକୁ ଶୋଭାଯାତ୍ରାରେ ଶ୍ଣଶାନକୁ ନିଆଯାଇଥିଲା। ଏକମାତ୍ର ପୁଅ ମୁଖାଗ୍ନି ଦେଇଛନ୍ତି। ଶେଷ କୃତ୍ୟରେ ସାମିଲ ହେବା ପାଇଁ ଗତକାଲି ଦିଲ୍ଲୀରେ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ନୂଆଦିଲ୍ଲୀ(କେନ୍ୟୁଜ୍): ଅନ୍ତିମ ଯାତ୍ରାରେ ଗୀତା ମେହେଟ୍ଟା।ପଞ୍ଚଭୂତରେ ବିଲୀନ ହେଲେ ପ୍ରଖ୍ୟାତ ସାହିତ୍ୟିକା ଓ ସାମ୍ବାଦିକା ଗୀତା ମେହେଟ୍ଟା। ଦିଲ୍ଲୀ ଲୋଧି ରୋଡ୍ ସ୍ମଶାନରେ ଗୀତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି ।

ଅବଦୁଲ କଲାମ ରୋଡ଼ରେ ଥିବା ପୈତୃକ ବାସଭବନରୁ ତାଙ୍କ ମରଶରୀରକୁ ଶୋଭାଯାତ୍ରାରେ ଶ୍ଣଶାନକୁ ନିଆଯାଇଥିଲା। ଏକମାତ୍ର ପୁଅ ମୁଖାଗ୍ନି ଦେଇଛନ୍ତି। ଶେଷ କୃତ୍ୟରେ ସାମିଲ ହେବା ପାଇଁ ଗତକାଲି ଦିଲ୍ଲୀରେ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଖ୍ୟାତ ଲେଖିକା ଓ ଭଲ ସାମ୍ବାଦିକ ଭାବେ ଜଣାଶୁଣା ଥିଲେ ବିଜୁ ପଟ୍ଟନାୟକଙ୍କ ଝିଅ ତଥା ମୁଖ୍ୟମନ୍ତ୍ରୀଙ୍କ ଭଉଣୀ ଗୀତା । ଶନିବାର ଦିଲ୍ଲୀସ୍ଥିତ ବାସଭବନରେ ୮୦ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କରିଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.