ରାଜ୍ୟ

ଧରାପଡିଲା ଛେଳି ଚୋର: ନିସ୍ତୁକ ମାଡ଼ ମାରି ଜୋତାମାଳ ପିନ୍ଧାଇ ଗାଁ ଦାଣ୍ଡରେ ଚଲାଇଲେ ଗ୍ରାମବାସୀ

ବାଲେଶ୍ବର (କେନ୍ୟୁଜ): ଛେଳି ଚୋରକୁ ନିସ୍ତୁକ ମାଡ଼ । ଜୋତାମାଳ ପିନ୍ଧାଇ ଗାଁ ଦାଣ୍ଡରେ ଚଲାଇଲେ । ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ । ଘଟଣା ଘଟିଛି ବାଲେଶ୍ବର ବସ୍ତା ଥାନା ଅନ୍ତର୍ଗତ ସାନଖୁଡି ଗ୍ରାମରେ । କରୁଣାକର ଦାସ ସେହି ଗ୍ରାମର ବଂଶୀଧର ଦାସଙ୍କ ଘରୁ ଗତକାଲି ଅପରାହ୍ନରେ ଜଣେ ଛେଳି ଚୋରି କରିଥିଲେ ।

ଖବର ପାଇ ବଂଶୀଧର ଏବଂ ତାଙ୍କ ପୁଅ କରୁଣାକରଙ୍କୁ କାବୁ କରି ଗାଁ ଲୋକଙ୍କୁ ଡକାଇ ଏକ ବୈଠକ କରିଥିଲେ । କରୁଣାକର ଛେଳି ଚୋରି କରିଥିବା ନେଇ ଦୋଷୀ ସାବ୍ଯସ୍ତ ହେବା ପରେ ଉତ୍ତ୍ଯକ୍ତ ମହିଳାମାନେ ଏକଜୁଟ ହୋଇ କରୁଣାକରଙ୍କୁ ନିର୍ଧୁମ ମାଡ଼ ମାରିଥିଲେ ା ତା ସହିତ ବେକରେ ଜୋତା ମାଳ ପକାଇ ଗାଁ ଦାଣ୍ତରେ ବୁଲାଇଥିଲେ । ପରେ ବସ୍ତା ଥାନାକୁ ନେଇଥିଲେ । ଅଭିଯୋଗକୁ ଭିତ୍ତି କରି ବସ୍ତା ପୋଲିସ ଘଟଣାର ତଦନ୍ତ କରୁଛି । ଏନେଇ ପୋଲିସ ଏବଂ ଗ୍ରାମବାସୀଙ୍କ କୌଣସି ପ୍ରତିକ୍ରିୟା ମିଳି ପାରିନାହିଁ ।

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

4 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

6 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

6 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

6 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

7 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

7 hours ago