ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ, ଟ୍ରେନ୍‌ ଚଳାଚଳ ବ୍ୟାହତ

ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ । ଗଞ୍ଜାମ ଜିଲ୍ଲା ଛତ୍ରପୁର ବଡ଼ ଷ୍ଟେସନରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ l ମାଲବାହୀ ଟ୍ରେନର ୩ ଟି ବଗି ଲାଇନଚ୍ୟୁତ ହୋଇଥିବା ବେଳେ ରେଳବାଇ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଅନୁଧ୍ୟାନ କରୁଛନ୍ତି l

ଗଞ୍ଜାମ(କେନ୍ୟୁଜ୍‌): ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ । ଗଞ୍ଜାମ ଜିଲ୍ଲା ଛତ୍ରପୁର ବଡ଼ ଷ୍ଟେସନରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ l ମାଲବାହୀ ଟ୍ରେନର ୩ ଟି ବଗି ଲାଇନଚ୍ୟୁତ ହୋଇଥିବା ବେଳେ ରେଳବାଇ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଅନୁଧ୍ୟାନ କରୁଛନ୍ତି l ତେବେ ମାଲ ଗାଡ଼ିଟି କେଉଁଠାରୁ କେଉଁଠିକୁ ଯାଉଥିଲା ତାହା ସ୍ପଷ୍ଠ ହୋଇନାହିଁ l ଅନ୍ୟପଟେ ବ୍ରହ୍ମପୁରରୁ ଖୋର୍ଦ୍ଧା ଅଭିମୁଖେ ଯାଉଥିବା ଟ୍ରେନ ଚଳାଚଳ ବନ୍ଦ ରହିଛି l

Leave A Reply

Your email address will not be published.