ରାଜ୍ୟ

ରାଜ୍ୟ ସରକାରଙ୍କ ଗାଇଡ୍‌ଲାଇନ୍‌ପରେ ଆଜିଠୁ ବରଗଡ଼ ଜିଲ୍ଲାରେ ସରକାରୀ ବସ୍‌ ଚଳାଚଳ ଆରମ୍ଭ

ବରଗଡ଼ : ଗ୍ରୀନ୍‌ ଜୋନ୍‌ରେ ଗଡ଼ିଲା ବସ୍‌। ରାଜ୍ୟ ସରକାରଙ୍କ ଗାଇଡ୍‌ଲାଇନ୍‌ପରେ ଆଜିଠୁ ବରଗଡ଼ ଜିଲ୍ଲାରେ ସରକାରୀ ବସ୍‌ ଚଳାଚଳ ଆରମ୍ଭ କରିଛି। ପ୍ରଥମ ପର୍ଯ୍ୟାୟରେ ୨ଟି ବସ୍‌ ଚାଲିଛି। ଲକ୍‌ଡାଉନ୍‌ର ପ୍ରାୟ ଦେଢ ମାସ ପରେ ପଦ୍ମପୁର-ବରଗଡ଼-ସମ୍ବଲପୁରକୁ ବସ୍‌ ସେବା ଆରମ୍ଭ ହୋଇଛି। ପଦ୍ମପୁରରୁ ନୂଆପଡ଼ା ଜିଲ୍ଲାକୁ ମଧ୍ୟ ବସ୍‌ ସେବା ଆରମ୍ଭ ହୋଇଛି। ବରଗଡ଼ ଜିଲ୍ଲା ଗ୍ରୀନ୍‌ ଜୋନ୍‌ ଥିବାରୁ ବସ୍‌ ଚାଲିଛି।

ସୂଚନା ଥାଉକି, ବୁଧବାରଠାରୁ କଟକ ଭୁବନେଶ୍ୱର ମଧ୍ୟରେ ବସ୍‌ ଚଳାଚଳ ଆରମ୍ଭ ହୋଇଛ । ସରକାରୀ କର୍ମଚାରୀଙ୍କ ସୁବିଧା ପାଇଁ ଏହି ବସ୍ ଚାଲୁଛି‌ । କଟକରୁ ବାହାରିଥିବା ବସ୍‌ ଭୁବନେଶ୍ୱର ଖାରବେଳ ଭବନ, ରାଜୀବ ଭବନ ଦେଇ ସଚିବାଳୟରେ ପହଞ୍ଚୁଛି । ୩୦ ଟଙ୍କା ଭଡ଼ା ଦେଇ ଯିବାଆସିବା କରୁଛନ୍ତି କର୍ମଚାରୀ । ବସ୍‌ରେ ଯିବା ବେଳେ ସମସ୍ତ ଯାତ୍ରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ରହିଛି ।

KNews Bureau

Recent Posts

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

1 min ago

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

18 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

32 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

45 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

46 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago