ରାଜ୍ୟ ସରକାରଙ୍କର ଗୁରୁତ୍ବପୂର୍ଣ୍ଣ ଘୋଷଣା: ଏପ୍ରିଲ୍ ୨୯ରୁ ମେ ୬ ମାଟ୍ରିକ୍‌ ପରୀକ୍ଷା

ଭୁବନେଶ୍ବର(କେନ୍ଯୁଜ୍): ଏପ୍ରିଲ୍‌ ଶେଷ ସପ୍ତାହରେ ମାଟ୍ରିକ୍‌ ପରୀକ୍ଷା । ମାଟ୍ରିକ୍‌ ପରୀକ୍ଷା ନେଇ ମୁଖ୍ୟ ଶାସନ ସଚିବଙ୍କ ଘୋଷଣା । ଏପ୍ରିଲ୍ ୨୯ରୁ ମେ ୬ ଯାଏ ହେବ ମାଟ୍ରିକ୍‌ ପରୀକ୍ଷା। ରାଜ୍ୟରେ କରୋନା ସ୍ଥିତିରେ ସୁଧାର ଆସିଛି । ସମ୍ମେଟିଭ୍‌ ଆସେସ୍‌ମେଣ୍ଟ ପରୀକ୍ଷା-୨ କରାଯିବ । ସମ୍ମେଟିଭ୍‌ ଆସେସ୍‌ମେଣ୍ଟ ପରୀକ୍ଷା-୨ ସବୁ ପିଲାଙ୍କ ପାଇଁ ବାଧ୍ୟତାମୂଳକ ।

ଯଥା ସମ୍ଭବ ପରୀକ୍ଷାଗୁଡ଼ିକ ନିଜ ସ୍କୁଲରେ କରାଯିବ । ପରୀକ୍ଷା ପରିଚାଳନା ପାଇଁ ଅନ୍ୟ ସ୍କୁଲ ଶିକ୍ଷକ ନିଯୁକ୍ତ ହେବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.