ରାଜ୍ୟ

କେବେ ଆରମ୍ଭ ହେବ ରଥ ନିର୍ମାଣ? ଏନେଇ ସରକାର ନେବେ ନିଷ୍ପତ୍ତି, ଠିକ ସମୟରେ କାର୍ଯ୍ୟ ସରିବା ନେଇ ଆଶଙ୍କା

ପୁରୀ: ରଥନିର୍ମାଣ ପାଇଁ ସରକାର ନେବେ ନିଷ୍ପତ୍ତି । ପୁରୀ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାମ ଆରମ୍ଭ ହୋଇପାରିନାହିଁ । ଗତକାଲି ରଥଖଳାରେ ବିଶ୍ୱକର୍ମା ମହାରଣାମାନେ ପହଞ୍ଚିଥିଲେ । କିନ୍ତୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମାଳ, ମହାପ୍ରସାଦ ଓ ନାରିକେଳ ଯୋଗାଇ ଦିଆଯାଇ ନଥିବାରୁ ରଥ ନିର୍ମାଣ କାମ ଆରମ୍ଭ ହୋଇପାରିନାହିଁ । ଆଜି ସୁଦ୍ଧା କାମ ଆରମ୍ଭ କରାନଗଲେ ଠିକ ସମୟରେ ରଥ ନିର୍ମାଣ ସରିବା ନେଇ ଆଶଙ୍କା ରହିଛି ।

ରଥ ନିର୍ମାଣ କାମ ଧାର୍ମିକ ପର୍ବ ନୁହେଁ । ତେଣୁ ରଥ ନିର୍ମାଣ କାର୍ଯ୍ୟ ଶୀଘ୍ର କରାଯାଉ । ଏନେଇ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଆଲୋଚନା ପରେ ତୁରନ୍ତ ନିଷ୍ପତ୍ତି ନେବାକୁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଛି । ଆଇନ ବିଭାଗ ନିଷ୍ପତ୍ତିକୁ ଅପେକ୍ଷା ରହିଛି। ସେପଟେ ଲକ୍‌ଡାଉନ୍‌ କଟକଣାକୁ ପାଳନ କରି ରଥ ନିର୍ମାଣ ନେଇ ସହମତି ଦେଇଛନ୍ତି ବିଶ୍ୱକର୍ମା

 

KNews Bureau

Recent Posts

ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ବାଲେଶ୍ବରରେ ୧୪୪ ଧାରା ଜାରି

ବାଲେଶ୍ବର(କେନ୍ୟୁଜ୍‌): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…

1 min ago

ଡାକ୍ତରଖାନାରେ ଶିଶୁକୁ ଚୋରି କରି ନେବା ବେଳେ ଧରିଲେ ଡାକ୍ତରଖାନାର ସୁରକ୍ଷାକର୍ମୀ

ସୁବର୍ଣ୍ଣପୁର(କେନ୍ୟୁଜ୍‌) : ପୁଣି ସାମ୍ନାକୁ ଆସିଲା ପିଲାଚୋରି ଅଭିଯୋଗ । ପୂର୍ବରୁ ଏପରି ଘଟଣା ଅନେକ ଥର ଆମ ସାମ୍ନାକୁ…

39 mins ago

ଓଡିଆ ପଣ୍ଡିତଙ୍କୁ ଗଙ୍ଗା ଘାଟ ଛାଡିବାକୁ ବାଧ୍ୟ କରାଯାଉଛି, ଚିନ୍ତାରେ ବର୍ଷ ବର୍ଷ ଧରି ରହିଆସୁଥିବା ଓଡିଆ ବ୍ରାହ୍ମଣ

କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…

2 hours ago

ଘରେ କଳାକନା ବୁଲାଇ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ଆସବାବ ପତ୍ର ନେଇଗଲେ ଚୋର

ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…

2 hours ago

କଳିଙ୍ଗ ଷ୍ଟାଡିୟମ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

ଭୁବନେଶ୍ୱର(କେନ୍ୟୁଜ୍‌): କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି କଳିଙ୍ଗ ଷ୍ଟାଡିୟମ ଗସ୍ତ କରି ରାଜ୍ୟର…

2 hours ago

ଭୋଜି ଖାଇ ଫେରୁଥିଲେ ହେଲେ ଏକାସାଥିରେ ଆରପାରିକୁ ଚାଲିଗଲେ ଚାରି ସାଙ୍ଗ

ନୂଆପଡା (କେନ୍ୟୁଜ) : ଭୋଜି ଖାଇ ସାଙ୍ଗ ହୋଇ ଫେରୁଥିଲେ ଏହି ୪ ଜଣ ସାଙ୍ଗ । ଏମାନେ ୪…

2 hours ago