ସିଟି ବସ୍‌ ଟର୍ମିନାଲରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ : ନିଜେ ଝାଡୁ ଚଳାଇଲେ ରାଜ୍ୟପାଳ

ଭୁବନେଶ୍ୱର : ମାଷ୍ଟର କ୍ୟାଣ୍ଟିନ ସ୍ଥିତ ସିଟି ବସ୍‌ ଟର୍ମିନାଲରେ ସ୍ୱଚ୍ଛତା ହିଁ ସେବା କାର‌୍ୟ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସମ୍ମାନୀୟ ଅତିଥି ଭାବେ ଯୋଗ ଦେଇଥିଲେ । ବିଏମସି ପକ୍ଷରୁ ଆୟୋଜିତ ସ୍ୱଚ୍ଛତା କାର୍ଯ୍ୟକ୍ରମରେ ରାଜ୍ୟପାଳ ସାମିଲ ହୋଇଥିଲେ । ନିଜେ ଝାଡୁ ଧରି ସଫେଇ କାର୍ଯ୍ୟକ୍ରମରେ ଭାଗ ନେଇଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.