Below header

ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍‌ ଅସୁସ୍ଥ, ଟ୍ଵିଟ୍‌ କରି ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍‌ ଅସୁସ୍ଥ। ଅସୁସ୍ଥତା ଅନୁଭବ କରିବାକୁ ତାଙ୍କୁ ଗତକାଲିଠାରୁ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ରୁଟିନ୍‌ ଚେକଅପ୍‌ ଚାଲିଛି। ସେପଟେ ରାଜ୍ୟପାଳଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟ୍ଵିଟ୍‌ କରି ମୁଖ୍ୟମନ୍ତ୍ରୀ ତାଙ୍କର ଆରୋଗ୍ୟ କାମନା କରିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.