ରାଜ୍ୟ ସରକାରଙ୍କ ସହ ଘରୋଇ ବସ୍ ମାଲିକ ସଂଘର ଆଲୋଚନା ସକାରାତ୍ମକ

ରାଜ୍ୟ ସରକାରଙ୍କ ସହ ଘରୋଇ ବସ୍ ମାଲିକ ସଂଘର ଆଲୋଚନା ସକାରାତ୍ମକ। ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ସହ ସଂଘର ଏକ ପ୍ରତିନିଧି ଦଳ ଆଲୋଚନା କରିଛି। ଷ୍ଟିଅରିଂ କମିଟି ବୈଠକ ପରେ ସଂଘ ଚୂଡାନ୍ତ ନିଷ୍ପତ୍ତି ନେବ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ଘରୋଇ ବସ ମାଲିକ ସଂଘ ସମ୍ପାଦକ ଦେବେନ୍ଦ୍ର ସାହୁ।

ବିଭିନ୍ନ ଦାବି ନେଇ ଅନିଦ୍ଦିର୍ଷ୍ଟ କାଳ ପାଇଁ ଧର୍ମଘଟକୁ ଓହ୍ଲାଇବାକୁ ଚେତାବନୀ ଦେଇଥିଲା ବସ ମାଲିକ ସଂଘ। ଲକ୍ଷ୍ମୀ ଯୋଜନାରେ ଚାଲିବାକୁ ଥିବା ରୁଟରେ ଘରୋଇ ବସଗୁଡିକୁ ରାଜ୍ୟ ସରକାର ସବସିଡି ଦେବାକୁ ଦାବି ହୋଇଛି । ଘରୋଇ କମ୍ପାନୀକୁ ଯେତିକି ଅର୍ଥ ସରକାର ଦେବେ ସେହି ଅର୍ଥ କିମ୍ବା ତାଠାରୁ କମ ଅର୍ଥ ପ୍ରଦାନ କରନ୍ତୁ ବୋଲି ଘରୋଇ ବସ୍ ମାଲିକ ସଂଘ ଦାବି କରି ଆସିଛି ।

KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.