କେନ୍ୟୁଜ(ବ୍ୟୁରୋ): ରାଜ୍ୟର କଳାକାର ମାନଙ୍କ ପାଇଁ ଖୁସି ଖବର । ଆଗୁଆ ଦିଆଯିବ ୪ମାସର ଭତ୍ତା । ମାର୍ଚ୍ଚ ଏପ୍ରିଲ,ମେ ଓ ଜୁନର ମାସର ଦିଆଯିବ ଭତ୍ତା । ଉପକୃତ ହେବେ ୩୪ ହଜାର ୬୫୩ କଳାକାର । ୧୬ କୋଟି ୬୩ ଲକ୍ଷ ୩୪ ହଜାର ଟଙ୍କା ଭତ୍ତା ମାଧ୍ୟମରେ ଦିଆଯିବ । ସୂଚନା ଦେଲେ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ।
ଭୁବନେଶ୍ୱର(କେନ୍ୟୁଜ୍): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…
ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…
ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…
ଭୁବନେଶ୍ୱର(କେନ୍ୟୁଜ୍): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…
ଭଦ୍ରକ (କେନ୍ୟୁଜ୍): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…
ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…