ବ୍ରହ୍ମଗିରି : ରଣକ୍ଷେତ୍ର ପାଲଟିଲା ବିବାହ ମଣ୍ଡପ। ଭୋଜି ଖାଇବାକୁ ନେଇ ବରଯାତ୍ରୀ ବରଯାତ୍ରୀ ମଧ୍ୟରେ ହଣାକଟା, ମାରପିଟ୍। ଘଟଣା ଘଟିଛି ବ୍ରହ୍ମଗିରି ଅଞ୍ଚଳରେ। ରାୟପୁର ଓ ଘଣପଣ ଗାଁରୁ ଆସିଥିବା ବରଯାତ୍ରୀଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ହୋଇଛି। ଘରପଣ ଗାଁର ୬ ଜଣ ବରଯାତ୍ରୀ ଗୁରୁତର ହୋଇଛନ୍ତି। ସେମାନଙ୍କୁ ରେବଣା ନୂଆଗାଁ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣା ସ୍ଥଳରେ ବ୍ରହ୍ମଗିରି ପୋଲିସ ପହଞ୍ଚିବାରୁ ଗଣ୍ଡଗୋଳକାରୀମାନେ ଛତ୍ରଭଂଗ ଦେଇଥିଲେ। ବ୍ରହ୍ମଗିରି ଥାନା କଲେଜ ଛକ ନିକଟ ସାଇ ମଣ୍ଡପରେ ଏହି ସଂଘର୍ଷ ହୋଇଛି।
ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…
ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…
ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…
ମୟୁରଭଞ୍ଜ : ତୁଟିଲା ବିବାଦ । ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…
କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…
ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…