ରାଜ୍ୟ

ବଡମ୍ବା : ସରକାରୀ ଜମିକୁ ନେଇ ଗୋଷ୍ଠୀ ସଂଘର୍ଷ, ବୋମା ଓ ଗୁଳି ମାଡ଼ରେ ୨ ମୃତ

ବଡମ୍ବା :  ଏକ ସରକାରୀ ଜମିକୁ ନେଇ ଦୁଇ ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହେବା ଯୋଗୁ ଏଥିରେ ଦୁଇଜଣଙ୍କର ପ୍ରାଣହାନୀ ଘଟିଛି । ୧୫ ରୁ ଉର୍ଦ୍ଧ୍ୱ ଲୋକ ଏଥିରେ ଆହତ ହୋଛଛନ୍ତି ।

 

ସୂଚନାନୁଯାୟୀ ଘଟଣାଟି ଘଟିଛି ବଡମ୍ବା ବ୍ଲକ କୂଅଁରପାଳ ପଞ୍ଚାୟତର ଦୁଇ ଗାଁ ଭଗତପୁର ଓ ବୁଢ଼ାପଙ୍କ ମଧ୍ୟରେ । ଏକ ସରକାରୀ ଜମିକୁ ନେଇ ଦୁଇ ଗାଁ ମଧ୍ୟରେ ଉତ୍ତେଜନା ଲାଗି ରହିଥିଲା । ଯାହାକି ପରେ ବିସ୍ଫୋରକ ରୂପ ନେଇଥିଲା । ଦୁଇ ଗାଁ ମଧ୍ୟରେ ବୋମା ମାଡ଼ ଓ ଗୁଳି ମାଡ଼ ହୋଇଥିଲା । ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି ।

ଲୋକେ ମୃତ ଦେହ ରଖି ରାସ୍ତାରୋକ କରିଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ପରେ ଉତ୍ୟକ୍ତ ଲୋକେ ଫାଣ୍ଡି ଅଧିକାରୀଙ୍କୁ ଅଟକ ରଖି ଅଭିଯୁକ୍ତଙ୍କ ଗିରଫ ଦାବି କରିଥିଲେ । ଉତ୍ତେଜନାକୁ ଦେଖି ଘଟଣାସ୍ଥଳରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି ।

 

Niharanjan

Recent Posts

ଓଏସଆରଟିସି ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା, ବିଭିନ୍ନ ତୀର୍ଥକ୍ଷେତ୍ରକୁ ଗଡ଼ିବ ବସ୍‌

ଭୁବନେଶ୍ୱର(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…

9 mins ago

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

16 mins ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

18 mins ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

36 mins ago

ଥାନାରେ ମାଳ ଅଦଳ ବଦଳ କରି ସିନ୍ଦୁର ପିନ୍ଧିଲେ ଯୁବତୀ, ପ୍ରେମିକ ହାତରେ କାଟିଲେ କେକ୍‌

ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍‌ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…

1 hour ago

ଜଣକ ପରେ ଜଣକୁ ନିଜ କବ୍ଜାକୁ ନେଉଛି ଡିପଥେରିଆ, ଏବେ ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ

ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…

1 hour ago