Below header

ବାଙ୍କୀରେ ରାଜନୈତିକ ହିଂସା,୫ ଗୁରୁତର

କଟକ : ବାଙ୍କୀରେ ରାଜନୈତିକ ହିଂସା । ବ୍ରହ୍ମପୁରା ଗାଁରେ ବିଜେଡି ଓ କଂଗ୍ରେସ ସମର୍ଥକଙ୍କ ମଧ୍ୟରେ କଥା କଟାକଟି ପରେ ଗୋଷ୍ଠୀ ସଂଘର୍ଷ ଘଟି ୫ ଜଣ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ସଂପୃକ୍ତ ଗ୍ରାମରେ ଚାପା ଉତ୍ତେଜନା ଦେଖା ଦେଇଥିବା ବେଳେ ଫେରାର ଥିବା ସମସ୍ତ ଅଭିଯୁକ୍ତଙ୍କୁ ଧରିବାକୁ ଉଦ୍ୟମ ଆରମ୍ଭ କରିଛି ବାଙ୍କୀ ପୋଲିସ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.