ରାଜ୍ୟ

କେନ୍ଦୁଝର: କମେଣ୍ଟ ମରାରୁ ପୂର୍ବ ବିବାଦକୁ କେନ୍ଦ୍ରକରି ଦୁଇ ପରିବାର ମଧ୍ୟରେ ସଂଘର୍ଷ, ୭ ଆହତ

ଅନନ୍ଦପୁର(କେନ୍ୟୁଜ୍):  ଘଷିପୁରା ଥାନା ସଟତିରା ଗାଁରେ ଦୁଇ ପରିବାର ମଧ୍ୟରେ ସଂଘର୍ଷ ଘଟି ଉଭୟ ପକ୍ଷରୁ୭ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ୩ ଜଣ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ ୪ ଜଣଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଉଭୟ ପକ୍ଷରୁ ଘଷିପୁରା ଥାନାରେ ମାମଲା ହୋଇଥିବା ବେଳେ ପୋଲିସ ଦୁଇଟି ପୃଥକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

ଗତକାଲି ରାତିର ଏହି ଘଟଣାକୁ ନେଇ ଉଭୟ ଉଭୟଙ୍କୁ ଦୋଷାରୋପ କରିଛନ୍ତି। ମିଳିଥିବା ସୂଚନା ମୁତାବକ ପ୍ରାୟ ଏକ ମାସ ତଳେ ଗାଁର ସଞ୍ଜୟ ଅମାନ୍ତଙ୍କ ସମ୍ପର୍କୀୟ ଭଉଣୀ ରୁକ୍ମଣୀକୁ ଅଦ୍ୱୈତ ବେହେରାଙ୍କ ପୁଅ ହେମନ୍ତ କମେଣ୍ଟ କରିଥିଲା। ପରେ ଏହି ଘଟଣାକୁ ନେଇ ଗାଁରେ ବୈଠକ ବସି ଘଟଣାର ସମାଧାନ କରାଯାଇଥିଲା। ହେଲେ ଦୁଇ ଦିନ ତଳେ ପୁଣି ଥରେ ବେହେରା ପରିବାରର ମହିଳା ମାନେ ରୁକ୍ମଣୀକୁ ଆକ୍ଷେପ କରି ମନ୍ତବ୍ୟ ଦେଇଥିବା ଅଭିଯୋଗ ହୋଇଛି। ଏହି କାରଣ କୁ ନେଇ ଗତକାଲି ରାତିରେ ପ୍ରଥମେ ଉଭୟ ପରିବାର ମଧ୍ୟରେ କଥା କଟାକଟି ଓ ଉଭୟେ ଉଭୟେଙ୍କୁ ଆକ୍ରମଣ କରିଥିବା ଜଣାଯାଇଛି।

KNews Bureau

Recent Posts

ସ୍ୱାତି ମାଲିଓ୍ଵାଲଙ୍କୁ ମାଡ଼ ମାମଲା: ଜୁଲାଇ ୬କୁ ବୃଦ୍ଧି ପାଇଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ

ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…

29 mins ago

ସୋନାକ୍ଷୀଙ୍କ ବିବାହ ପାଇଁ ସୁନ୍ଦର ଭାବେ ସଜାଯାଇଛି ଶତ୍ରୁଘ୍ନ ସିହ୍ନା ଘର, ସାମ୍ନାକୁ ଆସିଲା ଫଟୋ

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ଚାଲିଛି…

36 mins ago

ଠାଣେ: ଫୁଟବଲ୍‌ ଟର୍ଫ ଉପରେ ଖସିପଡ଼ିଲା ଟିଣ ଶେଡ୍‌, ୯ ଜଣ ପିଲା ଆହତ; ଅନେକ ଗୁରୁତର

ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍‌ ଟର୍ଫ…

2 hours ago

ଯେକୌଣସି ବୟସରେ ଦାନ୍ତ ଉଠାଇ ପାରିବେ ଆପଣ, ଆସୁଛି ନୂଆ ମେଡିସିନ୍‌

ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…

3 hours ago

ଖୋର୍ଦ୍ଧା ଜେଲ୍ ପାଲଟିଛି ବ୍ରାଉନସୁଗର କାରବାରର ନୂଆ ଠିକଣା

ଖୋର୍ଦ୍ଧା(କେନ୍ୟୁଜ): ଖୋର୍ଦ୍ଧା ସହରକୁ ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କ ଯାଆସ । ଏତେ ଲୋକଙ୍କ ଭିଡ ଭିତରେ ଏଠି କେମିତି ଚାଲିଛି…

3 hours ago

୧୦୮ ସୁବାସିତ ଜଳରେ ସ୍ନାନ କରୁଛନ୍ତି ଦାରୁ ଦିଅଁ, ବର୍ଷାରେ ଭିଜି ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ପୁରୀ (କେନ୍ୟୁଜ) : ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଆଜି ସ୍ନାନ ବେଦୀରୁ ଗଜବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ…

3 hours ago