ପିପିଲି: ପୁଣି ପିପିଲିରେ ଫୁଟିଲା ବୋମା । ବ୍ରାଉନ୍ ସୁଗାର କାରବାରକୁ ବିରୋଧ କରି ଗୋଷ୍ଠୀ ସଂଘର୍ଷ ଓ ବୋମାମାଡ଼ ହୋଇଛି । ପିପିଲି କଣ୍ଟି ପଞ୍ଚାୟତ କାକୁଡିଆ ଗାଁର ଜଣେ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଛନ୍ତି ଦୁର୍ବୃତ୍ତ । ତାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାର ତଦନ୍ତ କରୁଛି ।
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…