Below header

ଯାଜପୁର: ବାଲିଚନ୍ଦ୍ରପୁର ପଣସୁଧା ଗାଁରେ ଗୋଷ୍ଠୀ ସଂଘର୍ଷ, ପୋଲିସ ଭ୍ୟାନ ଜାଳି ଦେଲେ ଉତ୍ତ୍ୟକ୍ତ ଲୋକେ

ଯାଜପୁର(କେନ୍ୟୁଜ୍): ଯାଜପୁର ବାଲିଚନ୍ଦ୍ରପୁର ଥାନା ପଣସୁଧା ଗାଁରେ ଗୋଷ୍ଠୀ ସଂଘର୍ଷ । ଘଟଣାସ୍ଥଳକୁ ଯାଇଥିବା ପୋଲିସ ଭ୍ୟାନ ଜାଳି ଦେଲେ ଉତ୍ତ୍ୟକ୍ତ ଲୋକ । ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ଖବର ପାଇ ବାଲିଚନ୍ଦ୍ରପୁର ପୋଲିସ ଘଟଣାସ୍ଥଳକୁ ଯାଇଥିବା ବେଳେ ଉତ୍ତ୍ୟକ୍ତ ଲୋକେ ପୋଲିସ ଭ୍ୟାନ୍ ଭଙ୍ଗାରୁଜା କରିବା ସହ ପୋଡ଼ି ଦେଇଥିଲେ । ଉତ୍ତେଜନାକୁ ଦୃଷ୍ଟିରେ ରଖି ଗାଁରେ ପୋଲିସ ମୁତୟନ ହୋଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.