ଭିଜିଲାନ୍ସ ଜାଲରେ GST ଅତିରିକ୍ତ କମିଶନର, ଏକକାଳୀନ ୭ଟି ସ୍ଥାନରେ ଚାଲିଛି ରେଡ୍‌

ଯାଜପୁର ରୋଡ୍(କେନ୍ୟୁଜ୍): ଭିଜିଲାନ୍ସ ଜାଲରେ GST ଅତିରିକ୍ତ କମିଶନର। GST ଅତିରିକ୍ତ କମିଶନର ପୀୟୂଷକାନ୍ତ ପାଣିଙ୍କ ଘର ଉପରେ ଭିଜିଲାନ୍‌ସ ବିଭାଗ ପକ୍ଷରୁ ଚଢାଉ କରାଯାଇଛି।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ଚଢ଼ାଉ। ବ୍ୟାସନଗର, କଟକ, ଭୁବନେଶ୍ୱର ସମେତ ଏକକାଳୀନ ୭ଟି ସ୍ଥାନରେ ଚାଲିଛି ରେଡ୍‌।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.