ରାଜ୍ୟ

କଟକରୁ ପୁଣି ୪ ବନ୍ଧୁକ ବେପାରୀ ଗିରଫ, ଅଭିଯୁକ୍ତଙ୍କ ନାଁରେ ରହିଛି ଅନେକ ଅପରାଧିକ ମାମଲା: ସିପି

କଟକ(କେନ୍ଯୁଜ୍): କଟକରୁ ପୁଣି ବନ୍ଧୁକ ବେପାରୀ ଗିରଫ। ଚାଉଳିଆଗଞ୍ଜ ଅଞ୍ଚଳରୁ ୪ ବେପାରୀଙ୍କୁ ଗିରଫ କଲା ପୋଲିସ। ଅଭିଯୁକ୍ତଙ୍କଠୁ ୫ଟି ବନ୍ଧୁକ, ୧୨ ରାଉଣ୍ଡ ଗୁଳି , ୫ଟି ମୋବାଇଲ୍‌, ଓ ୨ଟି ବାଇକ୍‌ ଜବତ କରିଛି ପୋଲିସ। ଗିରଫଙ୍କ ମଧ୍ୟରେ ୩ଜଣ ଜଗତସିଂହପୁର ଜିଲ୍ଲାର।

ଅଭିଯୁକ୍ତଙ୍କ ନାଁରେ ରହିଛି ଅନେକ ଅପରାଧିକ ମାମଲା ରହିଛି। ପ୍ରେସ୍‌ମିଟରେ ସୂଚନା ଦେଇଛନ୍ତି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ। ଗତ ୮ ମାସ ମଧ୍ୟରେ ୫୯ଟି ବନ୍ଧୁକ ଜବତ କରିଛି କଟକ ସହରାଞ୍ଚଳ ପୋଲିସ।

Sonalisa

Recent Posts

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

2 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

21 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

29 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

45 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 hour ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago