ରାଜ୍ୟ

ଗନ୍ଧମାର୍ଦ୍ଧନ ପର୍ବତରେ ଗୁଳି ବିନିମୟ ପରେ ମାଓ ସାମଗ୍ରୀ ଜବତ

ବରଗଡ଼ (କେନ୍ୟୁଜ୍‌): ଗନ୍ଧମାର୍ଦ୍ଧନ ପର୍ବତରେ ଗୁଳି ବିନିମୟ ପରେ ଘଟଣାସ୍ଥଳରୁ ବିପୁଳ ମାଓ ସାମଗ୍ରୀ ଜବତ । ବରଗଡ଼ ଓ ବଲାଙ୍ଗୀର ସୀମାନ୍ତ ଗନ୍ଧମାର୍ଦ୍ଧନରେ କମ୍ବିଂ ଅପରେସନ ବେଳେ ଏସଓଜି ଏବଂ ଡିଭିଏଫ ଟିମ ନକ୍ସଲଙ୍କ ସହ ମୁହାଁମୁହିଁ ହୋଇଥିଲେ । ଗୁଳି ବିନିମୟ ବେଳେ ନକ୍ସଲମାନେ ଖସି ପଳାଇଥିଲେ । ଘଟଣାସ୍ଥଳରୁ ବହୁ ମାଓ ସାମଗ୍ରୀ ଜବତ ହୋଇଛି । ବରଗଡ଼ ଏସପି ପ୍ରହଲ୍ଲାଦ ସାହାଇ ମୀନା ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ।

Sasmita

Recent Posts

ଜଣକ ପରେ ଜଣକୁ ନିଜ କବ୍ଜାକୁ ନେଉଛି ଡିପଥେରିଆ, ଏବେ ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ

ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…

2 mins ago

ବ୍ରିଜ ଉପରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…

5 mins ago

ରଥଯାତ୍ରାରେ ଭକ୍ତଙ୍କୁ ଖାଦ୍ୟ ଯୋଗାଇବା ପାଇଁ ପ୍ରସ୍ତୁତ ଦୁଇ ଭଉଣୀ

କଟକ(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…

11 mins ago

ବିବାହ ବନ୍ଧନରେ ବାନ୍ଧି ହେଲେ ସୋନାକ୍ଷୀ ଓ ଜାହିର, ଟ୍ରୋଲ କରୁଥିବା ଟ୍ରୋଲ୍‌ରଙ୍କୁ କଡ଼ା ଜବାବ ଦେଲେ ଶତ୍ରୁଘ୍ନ ସିହ୍ନା

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…

23 mins ago

ହାଇଦ୍ରାବାଦ ରେଷ୍ଟୁରାଣ୍ଟର ଚିକେନ୍‌ ବିରିୟାନୀରୁ ବାହାରିଲା ପୋକ, ସୋସିଆଲ ମିଡିଆରେ ଫଟୋ ସେୟାର କଲେ ଗ୍ରାହକ

ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍‌ ଆଦି ବାହାରିବା ନେଇ ସୋସିଆଲ…

29 mins ago

ଶପଥ ନେବା ପାଇଁ ଟ୍ରାକ୍ଟରରେ ସଂସଦ ପହଞ୍ଚିଲେ ରାଜସ୍ଥାନର ସାଂସଦ ଅମରାରାମ, ଭିଡିଓ ଭାଇରଲ

ସାଂସଦ ଅମରାରାମ ଦିଲ୍ଲୀ ରାଜସ୍ଥାନ ହାଉସରୁ ସଂସଦ ପାଇଁ ଟ୍ରାକ୍ଟରରେ ଯାତ୍ରା କରିଛନ୍ତି । ନିଜର ଦେଶୀ ରାଜସ୍ଥାନ ଅନ୍ଦାଜରେ…

33 mins ago