ଗୁଣୁପୁର ଜିଆଇଇଟି ବିଶ୍ୱବିଦ୍ୟାଳୟ ସିଲ୍: କ୍ୟାମ୍ପସରେ ୪ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଉପଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ଗୁଣୁପୁର: ଗୁଣୁପୁର ଜିଆଇଇଟି ବିଶ୍ୱବିଦ୍ୟାଳୟ ସିଲ୍‌। କ୍ୟାମ୍ପସରେ ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ୩ ଦିନ ପାଇଁ ବିଶ୍ୱବିଦ୍ୟାଳୟକୁ ବନ୍ଦ ରଖାଯାଇଛି। ସ୍ଥାନୀୟ ଉପଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ୩ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି।

ଆଜିଠୁ ୧୦ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଛନ୍ତି ଜିଆଇଇଟି ରେଜିଷ୍ଟର। ଛାତ୍ରଛାତ୍ରୀ ଏବଂ ସମସ୍ତ ଷ୍ଟାଫ୍‌ଙ୍କୁ କଲେଜ ଆସିବାକୁ ମନା କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.