Below header

ଓଲିଲ ଗୁଡ଼ା ପଥର ଖଣି ବିସ୍ଫୋରଣକୁ ନେଇ ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର ଲକ୍ଷ୍ମୀ ନାରାୟଣ ସାବତ

କୋରାପୁଟ(କେ ନ୍ୟୁଜ): ରାଜ୍ୟ ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ କୋରାପୁଟ ଜିଲ୍ଲା ଅଧିନସ୍ଥ ଗୁଣୁପୁର ତହସିଲଦାର ଲକ୍ଷ୍ମୀ ନାରାୟଣ ସାବତଙ୍କୁ ନିଲମ୍ବନ କରାଯାଇଛି । ରାଜ୍ୟ ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ କୋରାପୁଟ ଜିଲ୍ଲା ଅଧିନସ୍ଥ ଗୁଣୁପୁର ତହସିଲଦାର ଲକ୍ଷ୍ମୀ ନାରାୟଣ ସାବତଙ୍କୁ ନିଲମ୍ବନ କରାଯାଇଛି । ଓଲିଲ ଗୁଡ଼ା ପଥର ଖଣି ବିସ୍ଫୋରଣକୁ ନେଇ ଉକ୍ତ ତହସିଲଦାରଙ୍କ

ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯାଇ ତାଙ୍କୁ ନିଲମ୍ବିତ କରାଯାଇଥିବା ନେଇ ଜଣାଯାଇଛି । ନିଲମ୍ବନ ସମୟ ଯାଏଁ ଲକ୍ଷ୍ମୀନାରାୟଣ ଜିଲ୍ଲା ମୁଖ୍ୟାଳୟରେ ରହିବେ ଆଉ ରାୟଗଡା ଜିଲ୍ଲାପାଳଙ୍କ ବିନା ଅନୁମତିରେ ସେ ଜିଲ୍ଲା ମୁଖ୍ୟାଳୟ ଛାଡି ପାରିବେ ନାହିଁ ବୋଲି ନିର୍ଦ୍ଦେଶନାମା ଜାରି ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.