ରାଜ୍ୟ

ଶ୍ରୀମନ୍ଦିର ଭିତରକୁ ପାନ ଓ ଗୁଟ୍‌ଖା ମନା: ଆଜିଠୁ ଅଧିକ କଡାକଡି ହେବ କୋଭିଡ୍‌ କଟକଣା, ଆବଶ୍ୟକ ପଡିଲେ କରାଯିବ ଗିରଫ

ପୁରୀ: ଶ୍ରୀମନ୍ଦିର ପରିସରରେ ଆଜିଠୁ ଅଧିକ କଡାକଡି ହେବ କୋଭିଡ୍‌ କଟକଣା। ମନ୍ଦିର ଭିତରକୁ ପାନ ଓ ଗୁଟ୍‌ଖା ମନା। ସେବାୟତମାନେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଥିବାବେଳେ ପାନ ଛେପ ପକାଇଲେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଆବଶ୍ୟକ ପଡିଲେ ଗିରଫ କରାଯିବ।

ଶ୍ରୀମନ୍ଦିର ପ୍ରଶାସନର ଏକ ବୈଠକରେ ଏପରି ନିଷ୍ପତ୍ତି ନିଆଯାଇଛି। ପାନ ଛେପ ଯୋଗୁଁ ସଂକ୍ରମଣ ଆଶଙ୍କା ଥିବାରୁ ଏପରି ନିଷ୍ପତ୍ତି ନିଆଯାଇଛି। ଶ୍ରୀମନ୍ଦିର ପୋଲିସ କର୍ମୀ ଚାରି ଦ୍ୱାରରେ ଚେକିଂ କରିବେ। ପାନ ଓ ଗୁଟ୍‌ଖା ଖାଇ ଯେପରି କେହି ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିବେ ସେଥିପ୍ରତି ନଜର ରଖିବେ। ଶ୍ରୀମନ୍ଦିରର ମୋଟ ୪୦୪ଜଣ ସେବାୟତ ଓ କର୍ମଚାରୀ କରୋନା ସଂକ୍ରମିତ ହୋଇଛନ୍ତି।

Sonalisa

Recent Posts

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

17 mins ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

24 mins ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

39 mins ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

51 mins ago

ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ବାଲେଶ୍ବରରେ ୧୪୪ ଧାରା ଜାରି

ବାଲେଶ୍ବର(କେନ୍ୟୁଜ୍‌): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…

1 hour ago

ଡାକ୍ତରଖାନାରେ ଶିଶୁକୁ ଚୋରି କରି ନେବା ବେଳେ ଧରିଲେ ଡାକ୍ତରଖାନାର ସୁରକ୍ଷାକର୍ମୀ

ସୁବର୍ଣ୍ଣପୁର(କେନ୍ୟୁଜ୍‌) : ପୁଣି ସାମ୍ନାକୁ ଆସିଲା ପିଲାଚୋରି ଅଭିଯୋଗ । ପୂର୍ବରୁ ଏପରି ଘଟଣା ଅନେକ ଥର ଆମ ସାମ୍ନାକୁ…

2 hours ago