Below header

ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଗଲା ହାଈଓ୍ବା ଟ୍ରକ

କାମାକ୍ଷାନଗର(କେ ନ୍ୟୁଜ): ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଅନ୍ତର୍ଗତ ଭୁବନ ଥାନା ଦୟାଣାବିଲି ଛକ ରାସ୍ତାରେ ହୁତୁହୁତୁ ହୋଇ ଜଳିଗଲା ହାଈଓ୍ବା ଟ୍ରକ। ସ୍ଥାନୀୟ ଲୋକେ ଖବର ଦେବାପରେ ଭୁବନ ଅଗ୍ନିଶମ ବାହିନି ଯାଇ ନିଆଁକୁ ଆୟତ୍ତ କରିଥିଲେ । ହେଲେ ଟ୍ରକରେ ନିଆଁ ଲାଗିବାର ପ୍ରକୃତ କାରଣ ଜଣା ପଡିନଥିବା ବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.