Below header

ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର ହେଲା ମହିଳାଙ୍କ ମୃତଦେହ

ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର । ସମ୍ବଲପୁର ଶାସନ ଥାନା ବଲବସପୁର ହୀରାକୁଦ ଡାଇକ ନିକଟରୁ ମୃତଦେହ ଉଦ୍ଧାର ହୋଇଛି । ମହିଳାଙ୍କୁ ହତ୍ୟା ପରେ କେହି ଏଠାରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି ।

ସମ୍ବଲପୁର(କେନ୍ୟୁଜ): ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର । ସମ୍ବଲପୁର ଶାସନ ଥାନା ବଲବସପୁର ହୀରାକୁଦ ଡାଇକ ନିକଟରୁ ମୃତଦେହ ଉଦ୍ଧାର ହୋଇଛି । ମହିଳାଙ୍କୁ ହତ୍ୟା ପରେ କେହି ଏଠାରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ମୃତ ମହିଳାଙ୍କ ପରିଚୟ ଅସ୍ପଷ୍ଟ ରହିଛି । ଖବର ପାଇ ପୋଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ମହିଳାଙ୍କୁ କିଏ ଓ କାହିଁକି ହତ୍ୟା କଲା, କାରଣ ଅସ୍ପଷ୍ଟ ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.