ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଝୁଳନ୍ତା ମୃତଦେହ

ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଝୁଳନ୍ତା ମୃତଦେହ ଠାବ ହୋଇଛି ।

ବରଗଡ଼ : ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଝୁଳନ୍ତା ମୃତଦେହ ଠାବ ହୋଇଛି । ମୃତ୍ୟୁର କାରଣ କିଛି ଏଯାଏ ଜଣା ପଡିନି । ଘଟଣାସ୍ଥଳରେ ବରଗଡ଼ ଟାଉନ୍ ପୋଲିସ ପହଂଚି ତଦନ୍ତ ଜାରି ରଖିଛି । ମୃତ ବ୍ୟକ୍ତି ଛତିଶଗଡ଼ ଅଞ୍ଚଳର ବୋଲି ପ୍ରାଥମିକ ସୂଚନାରୁ ଜଣା ପଡିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.