ମାଷ୍ଟର କ୍ୟାଣ୍ଟିନ ବସଷ୍ଟାଣ୍ଡ ନିକଟରୁ ଝୁଲନ୍ତା ମୃତ ଦେହ ଉଦ୍ଧାର

ଭୁବନେଶ୍ବର(କେନ୍ଯୁଜ୍): ମାଷ୍ଟର କ୍ୟାଣ୍ଟିନ ବସଷ୍ଟାଣ୍ଡରେ ଝୁଲନ୍ତା ମୃତ ଦେହ ଉଦ୍ଧାର। ଗଛରେ ଦୌଡ଼ିରେ ଝୁଲୁଥିବା ଅବସ୍ଥାରେ ମୃତଦେହଟିକୁ ପ୍ରଥମେ ଦେଖିବାକୁ ପାଇଥିଲେ ସ୍ଥାନୀୟ କିଛି ଲୋକେ।  ଏହାପରେ ପୋଲିସକୁ ଖବର ଦେଖିଥିଲେ ।

ଘଟଣା ସ୍ଥଳରେ ପୋଲିସ ପହଞ୍ଚି ବର୍ତ୍ତମାନ ଶବକୁ ଉଦ୍ଧାର କରିଛି। ତେବେ ଏଯାଏ ମୃତ ବ୍ଯକ୍ତିଙ୍କର କୌଣସି ପରିଚୟ ମିଳିନଥିବାବେଳେ, ଏହା ହତ୍ଯା ନା ଆତ୍ମହତ୍ଯା ସେନେଇ ତଦନ୍ତ ଚାଲିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.