ଆମ୍ବ ତୋଟାରୁ ଯୁବକ ଯୁବତୀଙ୍କ ଝୁଲନ୍ତା ମୃତ ଦେହ ଠାବ, ପ୍ରକୃତ କାରଣ ଅସ୍ପଷ୍ଟ

ହିଞ୍ଜିଳିକାଟୁ(କେନ୍ୟୁଜ): ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ଅନ୍ତର୍ଗତ ଖଣ୍ଡରା ଗ୍ରାମ ଆମ୍ବ ତୋଟାରୁ ଯୁବକ,ଯୁବତୀଙ୍କ ଝୁଲନ୍ତା ମୃତ ଦେହ ଠାବ। ଆଜି ସକାଳୁ ଗ୍ରାମ ଲୋକେ ଉଭୟଙ୍କର ଝୁଲନ୍ତା ଅବସ୍ଥାରେ ଦେଖି ପୋଲିସକୁ ଖବର ଦେଇଥିଲେ। ଖବର ପାଇଁ ହିଞ୍ଜିଳି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଜଯାହା ଜଣାପଡିଛି ଉଭୟଙ୍କ ଘର ଶେରଗଡ଼ ଥାନା ଅଞ୍ଚଳରେ । ତେବେ ବର୍ତମାନ ସୁଦ୍ଧା ମୃତ୍ଯୁର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.