ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତ ଦେହ ଉଦ୍ଧାର

ଘଟଗାଁ(କେ ନ୍ୟୁଜ): କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଳକ ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ସାନ୍ତରାପୁର ଗ୍ରାମ ନିକଟସ୍ଥ ଡ଼ଙ୍ଗାଧର ନାଳ ନିକଟରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କ ପରିଚୟ ମିଳିନଥିବା ବେଳେ ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ତେବେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ଜଣାପଡିନାହିଁ।

Leave A Reply

Your email address will not be published.