ବାଲୁକା କଳା ମାଧ୍ଯମରେ ଧୋନୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଆନ୍ତର୍ଜାତୀୟ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ଭାରତୀୟ କ୍ରୀକେଟ ଦଳର ସବୁଠାରୁ ସଫଳ ଅଧିନାୟକ ଭାବେ ବେଶ୍‌ ଜଣାଶୁଣା ମହେନ୍ଦ୍ର ସିଂ ଧୋନୀ। ଆଜି ଧୋନୀ ୩୯ ବର୍ଷରେ ପଦାର୍ପଣ କରିଛନ୍ତି।

ରାଞ୍ଚି ପରି ଏକ ଛୋଟ ସହରରୁ ଆସି ମାହି ବିଶ୍ୱ କ୍ରିକେଟରେ ରାଜ କରିଛନ୍ତି। ଜୁଲାଇ ୭, ୧୯୮୧ରେ ଜନ୍ମଗ୍ରହଣ କରିିଥିବା ଧୋନୀଙ୍କୁ ତାଙ୍କ ଜନ୍ମ ଦିନ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ବାଲୁକା କଳା ମାଧ୍ଯମରେ ସେ ଧୋନୀଙ୍କର ଏକ ବାଲୁକା କଳା ପ୍ରଦର୍ଶନ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.