Below header

ପୁରୀ ବେଳାଭୂମିରେ ବାଲୁକା କଳା ମାଧ୍ଯମରେ ଗଣତନ୍ତ୍ର ଦିବସର ଶୁଭେଚ୍ଛା

ପୁରୀ(କେନ୍ଯୁଜ୍): ବାଲୁକାରେ ଗଣତନ୍ତ୍ର ଦିବସର ଶୁଭେଚ୍ଛା । ଅନ୍ତର୍ଜାତୀୟ ବାଲୁକା କଳା ଶିଳ୍ପୀ ମାନସ ସାହୁ ପୁରୀ ବେଳାଭୂମିରେ ବାଲୁକା କଳା ନିର୍ମାଣ କରିଛନ୍ତି । ୭୩ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ସେ ବାଲୁକା କଳାରେ ଇଣ୍ଡିଆ ଗେଟର ନିର୍ମାଣ କରିଛନ୍ତି ।

ଇଣ୍ଡିଆ ଗେଟରେ ତ୍ରିରଙ୍ଗା ଚିତ୍ରଣ କରି ଦେଶବାସୀଙ୍କୁ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.