ମାଲକାନାଗିରି: ପୋଲିସ ଏନକାଉଣ୍ଟରରେ ଜଣେ ହାର୍ଡକୋର ମହିଳା ମାଓବାଦୀ ମୃତ

ମାଲକାନାଗିରି : ମାଲକାନାଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଦନ୍ତେଓ୍ଵାଡା ଜିଲ୍ଲାରେ ପୋଲିସକୁ ବଡ଼ ସଫଳତା। ପୋଲିସ ଏନକାଉଣ୍ଟରରେ ଜଣେ ହାର୍ଡକୋର ମହିଳା ମାଓବାଦୀ ମୃତ।

ଗୁମଲନାର ଜଙ୍ଗଲରେ ପୋଲିସ ମାଓବାଦୀ ଗୁଳିବିନିମୟ ବେଳେ ହାର୍ଡକୋର ମହିଳା ମାଓବାଦୀ ପୟୋକେ ବେକ୍‌ର ମୃତ୍ୟୁ ହୋଇଛି। ତା’ ନାଁ ୨ଲକ୍ଷ ଟଙ୍କା ପୁରସ୍କାର ରାଶି ରହିଥିଲା। ଘଟଣା ସ୍ଥଳରୁ ଗୋଟିଏ ବନ୍ଧୁକ ସହ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ ହୋଇଥିବା ସୂଚନା ଦେଇଛନ୍ତି ଦନ୍ତେଓ୍ଵାଡା ଏସପି ଅଭିଷେକ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.