ବିଜାପୁର ଏସପିଙ୍କ ନିକଟରେ ଆତ୍ମସମର୍ପଣ କଲେ ୬ ହାର୍ଡକୋର ମାଓବାଦୀ, ମୁଣ୍ଡ ଉପରେ ଥିଲା ୩ଲକ୍ଷ ଟଙ୍କାର ପୁରସ୍କାର

ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ପୋଲିସକୁ ବଡ଼ ସଫଳତା। ବିଜାପୁର ଏସପିଙ୍କ ନିକଟରେ ଆତ୍ମସମର୍ପଣ କଲେ ୬ ହାର୍ଡକୋର ମାଓବାଦୀ। ଏମାନଙ୍କ ମଧ୍ୟରେ ଦୁଇଜଣ ମହିଳା ନକ୍ସଲ ଥିବା ବେଳେ ସେମାନଙ୍କ ଉପରେ ୩ଲକ୍ଷ ଟଙ୍କାର ପୁରସ୍କାର ରାଶି ରହିଥିଲା। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ଉପରେ ମୋଟ ୧୯ଲକ୍ଷ ଟଙ୍କାର ପୁରସ୍କାର ରାଶି ରହିଛି। ଏମାନେ ଅନେକ ବଡ଼ ବଡ଼ ହିଂସାକାଣ୍ଡରେ ଜଡ଼ିତ ଥିଲେ ବୋଲି ବିଜାପୁର ଏସପି ସୂଚନା ଦେଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.