ରାଜ୍ୟ

ଛାତରୁ ପଡ଼ି ହାବିଲଦାର ମୃତ

ଜଗତସିଂହପୁର (କେନ୍ୟୁଜ): ଛାତରୁ ପଡ଼ି ହାବିଲଦାର ମୃତ। ଆଜି ସକାଳେ ନିଜ ଘର ପାଣି ସାଲିଆରେ ଛାତ ଉପରକୁ କୌଣସି ଏକ କାମରେ ଯାଇଥିବା ବେଳେ ହାବିଲଦାର କଣ୍ଡୁରୀ ବେହେରା (୪୮) ଘର ଛାତ ତଳକୁ ଖସି ପଡ଼ିଥିଲେ। ପରିବାର ଲୋକେ ସଙ୍ଗେ ସଙ୍ଗେ ଜଗତସିଂହପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି।

କଣ୍ଡୁରି ବେହେରା ଜଗତସିଂହପୁର ଟ୍ରାଫିକ ହାବିଲଦାର ଭାବରେ କାମ କରୁଥିଲେ। ତାଙ୍କର ଶୃଙ୍ଖଳା ଓ କର୍ତ୍ତବ୍ୟ ନିଷ୍ଟ କାମ ପାଇଁ ସେ ଲୋକ ମାନଙ୍କର ପ୍ରିୟ ଭାଜନ ହୋଇ ପାରିଥିଲେ। ତାଙ୍କର ଅକାଳ ବିୟୋଗରେ ପରିବାର ଲୋକେ ଭାଙ୍ଗି ପଡ଼ିଛନ୍ତି।

 

 

Barsha

Recent Posts

ଦୁର୍ଘଟଣାରେ ଗୋଡ ହରାଇ ଥିବା ଶିକ୍ଷକଙ୍କୁ ପାଣି ପିଆଇ ସାନ୍ତ୍ଵନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର(କେନ୍ୟୁଜ୍‌): ସମୟ ଥିଲା ଅପରାହ୍ନ । ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ…

2 hours ago

ରାଜଧାନୀ ରାସ୍ତା କଡ଼ରେ ଗଛ ଲଗାଉଥିବା ଓ ପାଣି ଦେଉଥିବା ଏ ବ୍ୟକ୍ତିଙ୍କୁ ଦେଖିଛନ୍ତି କି ?

ଭୁବନେଶ୍ୱର: ଟାଇଁ ଟାଇଁ ମୁଣ୍ଡଫଟା ଖରା । ଚାଲିକି କି ସାଇକେଲରେ ଯିବା ଲୋକ ଖୋଜୁଛି ଗଛ ଛାଇ ଟିକେ…

2 hours ago

କାର ସହ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ

ଗଞ୍ଜାମ(କେନ୍ୟୁଜ୍‌): କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା। ୨ ବାଇକ ଆରୋହୀ ମୃତ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ…

2 hours ago

ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ଲହରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାରେ ପ୍ରବେଶ କରିବା ପରେ ଆଉ ଆଗକୁ…

2 hours ago

କାଲି ଆର୍ଟ ଅଫ୍ ଗିଭିଂ ଦିବସ, ୨୦୦ ଦେଶ ଏବଂ ୨୫ ହଜାର ସ୍ଥାନରେ ହେବ ପାଳନ

ଭୁବନେଶ୍ୱର(କେନ୍ୟୁଜ୍‌): ଆସନ୍ତାକାଲି ପାଳିତ ହେବ ଆର୍ଟ ଅଫ୍ ଗିଭିଂ ଦିବସ । ଅନ୍ୟକୁ ସାହାଯ୍ୟ ଏବଂ ଦାୟିତ୍ବ ସମ୍ପନ୍ନ ଭାବେ…

2 hours ago

ବିଚାରାଧୀନ ମହିଳା କଏଦୀଙ୍କ ମୃତ୍ୟୁ

ରାଇରଙ୍ଗପୁର (କେନ୍ୟୁଜ୍‌) : ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଉପକାରାଗାର ର ବିଚାରାଧୀନ ମହିଳା କଏଦୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ। ମୃତ…

3 hours ago