ବିଦ୍ୟାଳୟ ଭିତରେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ ! କାହାକୁ ଜଣାଇଲେ ଅଶ୍ଳୀଳ ଫଟୋ ଭାଇରାଲ୍‌ କରିବାକୁ ମିଳୁଛି ଧମକ

ଉଦଳା (କେନ୍ୟୁଜ୍): ବିଦ୍ୟାଳୟ ଭିତରେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ । ମୟୂରଭଞ୍ଜ ଜିଲ୍ଲା ଉଦଳା ଥାନା ଶାଳଖୁଣ୍ଟା ଆଶ୍ରମ ବିଦ୍ୟାଳୟରେ ପଢୁଥିବା ଜଣେ ଛାତ୍ରୀ କିଛି ଦିନ ବିଦ୍ୟାଳୟ ଆସିନଥିଲେ । କିଛି ଦିନ ବ୍ୟବଧାନ ପରେ ବିଦ୍ୟାଳୟ ଆସିବାରୁ ପ୍ରଧାନଶିକ୍ଷକ ଏବଂ ମାଟ୍ରୋନ୍‌ ତାଙ୍କୁ ଅଶାଳୀନ ମନ୍ତବ୍ୟ ଦେଇଥିବା ଛାତ୍ରୀ ଜଣକ ଅଭିଯୋଗ କରିଛନ୍ତି ।

ଯଦି କାହାକୁ ଏବାବଦରେ ଜଣାଇବେ ତେବେ ଛାତ୍ରୀଙ୍କର ଅଶ୍ଳୀଳ ଫଟୋ ଭାଇରାଲ୍‌ କରିବାର ଧମକ ଦେଇଥିବା ଛାତ୍ରୀ ଜଣକ ଅଭିଯୋଗ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.