ଉଦଳା (କେନ୍ୟୁଜ୍): ବିଦ୍ୟାଳୟ ଭିତରେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ । ମୟୂରଭଞ୍ଜ ଜିଲ୍ଲା ଉଦଳା ଥାନା ଶାଳଖୁଣ୍ଟା ଆଶ୍ରମ ବିଦ୍ୟାଳୟରେ ପଢୁଥିବା ଜଣେ ଛାତ୍ରୀ କିଛି ଦିନ ବିଦ୍ୟାଳୟ ଆସିନଥିଲେ । କିଛି ଦିନ ବ୍ୟବଧାନ ପରେ ବିଦ୍ୟାଳୟ ଆସିବାରୁ ପ୍ରଧାନଶିକ୍ଷକ ଏବଂ ମାଟ୍ରୋନ୍ ତାଙ୍କୁ ଅଶାଳୀନ ମନ୍ତବ୍ୟ ଦେଇଥିବା ଛାତ୍ରୀ ଜଣକ ଅଭିଯୋଗ କରିଛନ୍ତି ।
ଯଦି କାହାକୁ ଏବାବଦରେ ଜଣାଇବେ ତେବେ ଛାତ୍ରୀଙ୍କର ଅଶ୍ଳୀଳ ଫଟୋ ଭାଇରାଲ୍ କରିବାର ଧମକ ଦେଇଥିବା ଛାତ୍ରୀ ଜଣକ ଅଭିଯୋଗ କରିଛନ୍ତି ।
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…