ରାଜ୍ୟ

ରାଜ୍ୟରେ ବଢୁଛି ତାତି: ୨ରୁ ୩ଦିନ ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ

କେନ୍ୟୁଜ୍(ବ୍ୟୁରୋ):   ରାଜ୍ୟରେ ବଢୁଛି ତାତି । ଆଗାମୀ ୨ରୁ ୩ ଦିନ ମଧ୍ୟରେ କିଛି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଟପିବ । ଏନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ପୂର୍ବାନୁମାନ କରିଛି । ଆଗାମୀ ୩ରୁ ୪ ଦିନ ଯାଏ ରାଜ୍ୟକୁ ଶୁଷ୍କ ଏବଂ ଉତ୍ତପ୍ତ ବାୟୁ ପ୍ରବାହ ସମ୍ଭାବନା ରହିଛି ।

ଫଳରେ ରାଜ୍ୟରେ ୨ରୁ ୩ଦିନ ମଧ୍ୟରେ ୨ରୁ ୩ ଡିଗ୍ରୀ ସେଲସିୟସ ଯାଏ ତାପମାତ୍ରା ବୃଦ୍ଧି ପାଇବ । ଆସନ୍ତା ୧୫ ଓ ୧୬ ତାରିଖରେ କିଛି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି । ଗତକାଲି ୩୭ ଡିଗ୍ରୀ ସେଲସିୟସ ଉପରେ ଥିଲା ୬ ସହର । ବୌଦ୍ଧରେ ସର୍ବାଧିକ ୩୭.୫ ଡିଗ୍ରୀ ସେଲସିୟସ ତାତି ରେକର୍ଡ କରାଯାଇଥିଲା ।
ବଢୁଛି ତାତି

KNews Bureau

Recent Posts

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଦ୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

13 seconds ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

9 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

44 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

51 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

1 hour ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

1 hour ago