Below header

କଲବଲ କରୁଛି ତାତି, ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ୧୦ ଜିଲ୍ଲାକୁ ସତର୍କ ସୂଚନା ଜାରି

(କେନ୍ୟୁଜ୍): କଲବଲ କରୁଛି ତାତି। ୧୫ ତାରିଖ ଯାଏ ତାତିରୁ ନିସ୍ତାର ମିଳିବନି। ଗତକାଲି ୧୩ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଥିଲା। ସମ୍ବଲପୁରରେ ସର୍ବାଧିକ ତାପମାତ୍ରା ୪୫ଡିଗ୍ରୀ ରେକର୍ଡ କରାଯାଇଥିଲା। ପଶ୍ଚିମରୁ ଉପକୂଳ ଯାଏଁ ନିସ୍ତାର ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ୧୦ ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି। ତେବେ ଦକ୍ଷିଣ – ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଥିଲେ ମଧ୍ୟ ଓଡ଼ିଶାକୁ କେବେ ଆସିବ ସେନେଇ ଚିତ୍ର ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.