ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଖରାର ପ୍ରକୋପ ଜାରି। ପ୍ରବଳ ଗରମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ସକାଳ ୯ଟା ପରଠାରୁ ବଢୁଛି ଖରାର ପ୍ରକୋପ। ଟାଣ ଖରା ଯୋଗୁଁ ଘରୁ ବାହାରିବା କଷ୍ଟକର ହୋଇପଡୁଛି। ଦେଶର ଉତ୍ତର ପଶ୍ଚିମ ଭାଗରୁ ରାଜ୍ୟ ମଧ୍ୟକୁ ଶୁଖିଲା ଓ ଉତ୍ତପ୍ତ ବାୟୁ ପ୍ରବାହିତ ହେଉଛି। ଫଳରେ ରାଜ୍ୟରେ ଗ୍ରୀଷ୍ମର ପ୍ରକୋପ ବୃଦ୍ଧି ପାଇଥିବା ଭୁବନେଶ୍ୱର ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଆଗାମୀ ୨ଦିନ ଯାଏ ରାଜ୍ୟରେ ବଢିବ ତାପମାତ୍ରା। ଦିନର ତାପମାତ୍ରା ସ୍ୱାଭାବିକ ଠାରୁ ୩ରୁ ୫ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ।
ଆସନ୍ତାକାଲି ୪ଜିଲ୍ଲା ସୁନ୍ଦରଗଡ଼, ଝାରସୁଗଡ଼ା, ସମ୍ବଲପୁର ଓ ସୋନପୁର ଜିଲ୍ଲା ପାଇଁ ହିଟୱେଭ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ୧୬ତାରିଖରେ ୮ଟି ଜିଲ୍ଲାକୁ ଗ୍ରୀଷ୍ମଲହରୀ ଚେତାବନୀ ଜାରି ହୋଇଛି। ସେହିପରି ୧୭ ତାରିଖରେ ୫ ଜିଲ୍ଲାକୁ ହିଟ୍ୱେଭ ୱାର୍ଣ୍ଣିଂ ଜାରି ହୋଇଛି। ୧୮ତାରିଖ ପରେ ସାମାନ୍ୟ କମିବ ଦିନର ତାପମାତ୍ରା।
ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…
ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…
ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…
କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…
ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…
ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…