ମାଡି ଆସୁଛି ଖରା: ଏପ୍ରିଲ ପହିଲାରୁ ରାଜ୍ୟରେ ବଢିବ ଗ୍ରୀଷ୍ମ ପ୍ରକୋପ, ୬ଜିଲ୍ଲା ପାଇଁ ହିଟୱେଭ୍‌ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ମାଡି ଆସୁଛି ଖରା। ଏପ୍ରିଲ ପହିଲାରୁ ଆହୁରି ବଢିବ ଗ୍ରୀଷ୍ମର ପ୍ରକୋପ। ରାଜଧାନୀ ସମେତ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲା ତାତିବ। ବିଶେଷକରି ପ୍ରଥମ ସପ୍ତାହରେ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ ହେବ।

ସ୍ଥିତିକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ୬ଜିଲ୍ଲା ପାଇଁ ହିଟୱେଭ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ମୁକାବିଲା ଲାଗି ଜିଲ୍ଲାପାଳ ମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି SRC। ଆଜି ଓ ଆସନ୍ତାକାଲି କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.