ଆଜି ସକାଳୁ ବିଭିନ୍ନ ସ୍ଥାନରେ ଘନ କୁହୁଡିର ଆବରଣ, ଦୃଶ୍ୟମାନ ହେଉନାହିଁ ରାସ୍ତାଘାଟ

ଭୁବନେଶ୍ବର: ଆଜି ସକାଳୁ ଟ୍ଵିନସିଟି ବ୍ୟତିତ ବିଭିନ୍ନ ସ୍ଥାନରେ ଘନ କୁହୁଡିର ଆବରଣ । କୁହୁ଼ଡି ଯୋଗୁଁ ମୁହଁକୁ ମୁହଁ ଦେଖାଯାଉନଥିବାରୁ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଫଳରେ ଗାଡ଼ି ଚଳାଚଳରେ ବହୁ ବାଧା ଉପୁଜିଛି। ରାସ୍ତାଘାଟ ମଧ୍ୟ ଦୃଶ୍ୟମାନ ହେଉନାହିଁ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.