ଭୁବନେଶ୍ୱର(କେନ୍ୟୁଜ୍): ରାଜ୍ୟରେ ଶୀତ ସାଙ୍ଗକୁ ଘନ କୁହୁଡି । ଆଜି ଟ୍ଵିନ୍ ସିଟିରେ ପ୍ରବଳ କୁହୁଡି ଦେଖିବାକୁ ମିଳିଛି । ସକାଳୁ ସକାଳୁ କିଛି ଦୃଶ୍ୟମାନ ମଧ୍ୟ ହେଉନଥିବା ଦେଖିବାକୁ ମିଳିଛି। ଯାହାଫଳରେ ଲୋକମାନଙ୍କ ଯାତାୟତରେ ବାଧାପ୍ରାପ୍ତ ହୋଇଥିଲା। ଅନ୍ୟପଟେ ଆସନ୍ତା ୧୨ ତାରିଖରୁ ଶୀତ କମିବା ନେଇ ସୂଚନା ମିଳିଛି। ସାରା ରାଜ୍ୟରେ ପାଗ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ୟପଟେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୯.୫ ଡିଗ୍ରୀ ରେକର୍ଡ କରାଯାଇଛି। ଶୀତରୁ ରକ୍ଷା ପାଇଁ ଲୋକମାନେ ମର୍ଣ୍ଣିଂୱାଲ୍କ ସହ ନିଆଁ ପୋଉଁଛନ୍ତି।
ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…
ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…
ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…
କଟକ(କେନ୍ୟୁଜ୍): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…
ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍ ଆଦି ବାହାରିବା ନେଇ ସୋସିଆଲ…