Below header

ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି, ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ବର୍ଷା ହେବାର ନାହିଁ ସମ୍ଭାବନା

ଭୁବନେଶ୍ବର (କେନ୍ୟୁଜ୍) : ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ଘନ କୁହୁଡି ଦେଖିବାକୁ ମିଳିଛି । ପୁରୀ, ଭୁବନେଶ୍ୱର, କଟକ ଓ ପାରାଦୀପରେ ଆଜି ଘନ କୁହୁଡି ଦେଖିବାକୁ ମିଳିଥିଲା । ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ନାହିଁ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଗତକାଲି ଭୁବନେଶ୍ୱରରେ ସର୍ବାଧିକ ତାପାମାତ୍ରା ୩୪. ୬ ଡିଗ୍ରୀ ରେକର୍ଡ କରାଯାଇଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.