ଆଜି ୮ ଜିଲ୍ଲାରେ ବର୍ଷା ସମ୍ଭାବନା, ପ୍ରବଳ ବର୍ଷା ସାଙ୍ଗକୁ ହୋଇପାରେ ଘଡଘଡି

ଭୁବନେଶ୍ୱର (କେନ୍ୟୁଜ) : ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ । ଆଜି ୮ ଜିଲ୍ଲାରେ ବର୍ଷା ସମ୍ଭାବନା । ପ୍ରବଳ ବର୍ଷା ସାଙ୍ଗକୁ ଘଡଘଡି ହୋଇପାରେ । ଏଥିପାଇଁ ୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ କରିଛିକରିଛି  ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରାଜ୍ୟରେ ଜୁନ୍‌ ୧ ତାରିଖରୁ ୬ ତାରିଖ ପର୍ଯ୍ୟନ୍ତ ୨୨୨.୫ମିମି ବର୍ଷା ହୋଇଛି। ଯାହା ସ୍ୱାଭାବିକଠାରୁ ୧୯ ପ୍ରତିଶତ କମ୍‌ । ୧୪ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.