ରାଜ୍ୟ

କଟକରେ ଲଗାଣ ବର୍ଷା: ବଢୁଛି କାଠଯୋଡ଼ି ଓ ମହାନଦୀର ଜଳସ୍ତର, ମୁଣ୍ଡଲୀ ବ୍ୟାରେଜ ଦେଇ ୩ଲକ୍ଷ ୭୮ହଜାର ୫୨୦ କ୍ୟୁସେକ ଜଳ ପ୍ରବାହିତ

କଟକ(କେନ୍ୟୁଜ୍): କଟକରେ ଲଗାଣ ବର୍ଷା। ଗତକାଲି ରାତିରୁ ସହରରେ ବର୍ଷା ଲାଗିରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ। ବଢୁଛି କାଠଯୋଡ଼ି ଓ ମହାନଦୀର ଜଳସ୍ତର। ମୁଣ୍ଡଲୀ ବ୍ୟାରେଜ ଦେଇ ୩ଲକ୍ଷ ୭୮ହଜାର ୫୨୦ କ୍ୟୁସେକ ଜଳ ପ୍ରବାହିତ ହେଉଛି।

ନରାଜ ବ୍ୟାରେଜ ଦେଇ ୧ଲକ୍ଷ ୪୮ହଜାର ୫୫ କ୍ୟୁସେକ୍‌ ଜଳ କାଠଯୋଡି ନଦୀରୁ ନିଷ୍କାସିତ ହେଉଛି। ନରାଜ ବ୍ୟାରେଜର ୪୯ଟି ଗେଟ୍‌ ଭିତରୁ ୧୫ଟି ଆଂଶିକ ଓ ୧୩ଟି ଗେଟ୍‌ ସଂପୂର୍ଣ୍ଣ ଖୋଲା ରହିଛି। ଅଧିକ ସୂଚନା ଦେଉଛନ୍ତି ଆମ କଟକ ରିପୋର୍ଟର ଜୟ ମହାନ୍ତି।

Sonalisa

Recent Posts

ପଛପଟୁ ଧକ୍କା ଦେଲା ବାଇକ, ବୃଦ୍ଧଙ୍କ ମୃତ୍ୟୁ

କେନ୍ଦ୍ରାପଡା (କେନ୍ୟୁଜ): କେନ୍ଦ୍ରାପଡା କୁଦାନଗରି ଥାନା ଗୌଡଗାଁରେ ବାଇକ ଧକ୍କାରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ନାଁ…

21 mins ago

ତପ୍ତପାଣି ଘାଟି ତଳକୁ ଖସିଲା ଟ୍ରକ, ଡ୍ରାଇଭର ମୃତ

ଦିଗପହଣ୍ଡି (କେନ୍ୟୁଜ): ତପ୍ତପାଣି ଘାଟିରେ ପୁଣି ଦୁର୍ଘଟଣା । ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ମାଲବାହୀ ଟ୍ରକ ।…

36 mins ago

ଭୁବନେଶ୍ବରରେ ଆଜି ପୁଣି ଥରେ ବଢିଲା ପେଟ୍ରୋଲ-ଡିଜେଲ ରେଟ୍, ଚେକ୍ କରନ୍ତୁ ନୂଆ ଦର

ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧ ଟଙ୍କା ୦୬ ପଇସା ରହିଛି । ଡିଜେଲ ଦର ୯୨ ଟଙ୍କା ୬୪ ପଇସା…

1 hour ago

ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପରେ ଆସିଛି ବୁଥ ବାହୁଡ଼ା ମତ, ଲଗାତାର ତୃତୀୟ ଥର ପାଇଁ ହେଇପାରନ୍ତି ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବେ ମୋଦି । ଦେଶରେ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ…

1 hour ago

ସୁନା ଦର ହେଉଛି ଆକାଶ ଛୁଆଁ , ଜାଣନ୍ତୁ ଭୁବନେଶ୍ୱରରେ ଆଜି ୨୪ କ୍ୟାରେଟ ସୁନାର ଦାମ୍

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

2 hours ago

କରମଣ୍ଡଳ ରେଳ ଦୁର୍ଘଟଣା: ମନେପଡିଲେ ଥରି ଉଠୁଛି ଛାତି, ଟାଙ୍କୁରି ଯାଉଛି ଲୋମ

ବାଲେଶ୍ଵର (କେନ୍ୟୁଜ): ବାଲେଶ୍ଵର ବାହାନଗା ରେଳ ଦୁର୍ଘଟଣାକୁ ଆଜି ପୁରିଛି ବର୍ଷେ । ୨୦୨୩  ଜୁନ୍ ୨ ଶୁକ୍ରବାର, ସମୟ…

2 hours ago