ଲଗାଣ ବର୍ଷାରେ ଉବୁଟୁବୁ ସିଲଭର ସିଟି କଟକ : ସ୍କୁଲ ଓ କଲେଜର କ୍ଲାସ ସସପେଣ୍ଡ

କଟକ (କେନ୍ୟୁଜ୍) : ଲଗାଣ ବର୍ଷାରେ ଉବୁଟୁବୁ ସିଲଭର ସିଟି କଟକ । ଅନେକ ଅଞ୍ଚଳ ଏବେ ପାଣି ଘେରରେ । ବିଶେଷକରି ସହରର ତଳି ଅଞ୍ଚଳରେ ପାଣି ଜମି ରହିଛି । ଗତକାଲି ରାତିରୁ ମୂଷଳ ଧାରାରେ ବର୍ଷା ଲାଗି ରହିଛି । ପ୍ରବଳ ବର୍ଷାକୁ ଦେଖି ଆଜି ଦିନକ ପାଇଁ ପାଣି ଘେରରେ ଥିବା ସ୍କୁଲ ଓ କଲେଜର କ୍ଲାସ ସସପେଣ୍ଡ କରାଯାଇଛି। ଜିଲ୍ଲାପାଳ ଏନେଇ ନିର୍ଦ୍ଦେଶ ଦେଇଥିବା ଜରୁରୀ କାଳୀନ ଅଧିକାରୀ ସୂଚନା ଦେଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.